38.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ୯୨ ଜଣ କରୋନା ସଂକ୍ରମଣ ଚିହ୍ନଟ

ରାଜ୍ୟରେ ୯୨ ଜଣ କରୋନା ସଂକ୍ରମଣ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶ ଓ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବୃଦ୍ଧି କରାଯାଇଛି । ଅଧିକ ଟେଷ୍ଟିଂ ହେଉଥିବାରୁ ଆଗକୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking