27.8 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗ୨୪ଘଣ୍ଟାରେ ୯୭,୫୭୦ ଆକ୍ରାନ୍ତ ଚିହ୍ନଟ , ୧୨୦୧ ମୃତ

୨୪ଘଣ୍ଟାରେ ୯୭,୫୭୦ ଆକ୍ରାନ୍ତ ଚିହ୍ନଟ , ୧୨୦୧ ମୃତ

ନୂଆଦିଲ୍ଲୀ : ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ କରୋନା ସଂକ୍ରମଣର ମାତ୍ରା ଦିନକୁ ଦିନ ବଢି ଚାଲିଛି। ଏଥିସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ୍ ଲାଗୁ ନାହିଁ । ପୁଣି ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୭,୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬,୫୯,୯୮୫ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୭୭,୪୭୨ ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୩୬,୨୪,୧୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୯,୫୮,୩୧୬ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking