21.1 C
Bhubaneswar
Saturday, February 7, 2026
Homeଓଡିଶାରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର

ରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର

ଭୁବନେଶ୍ୱର: ରାଜ୍ୟରେ ୯୮୭୭ ଶିଶୁ ପୁଷ୍ଟିହୀନତାର ଶିକାର । ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉତ୍ତର ରଖିଛନ୍ତି । କହିଛନ୍ତି,  ପ୍ରତି ଜିଲ୍ଲାରେ  ପୁଷ୍ଟିହୀନତାର ଶିକାର ଶିଶୁ ଅଛନ୍ତି ।  ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୦୫୭ ଶିଶୁ ପୁଷ୍ଟିହୀନତାର ଶିକାର ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking