ନିର୍ମଳା ଯୋଜନା ପାଇଁ ୯୯୭ କୋଟି ବ୍ୟୟ ବରାଦ

ଭୁବନେଶ୍ୱର : ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସରକାରର ଏହା  ଦ୍ୱିତୀୟ ବଜେଟ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ ୬, ୨୪୯ କୋଟି ବ୍ୟୟବରାଦ ହୋଇଛି । ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ୩,୮୮୧ କୋଟି । ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ ୨ ହଜାର  ୯୧ କୋଟି । ନିର୍ମଳା … Continue reading ନିର୍ମଳା ଯୋଜନା ପାଇଁ ୯୯୭ କୋଟି ବ୍ୟୟ ବରାଦ