28.1 C
Bhubaneswar
Saturday, April 27, 2024
Homeଓଡିଶାଆଉ ୯ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

ଆଉ ୯ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୧୯୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ମୟୁରଭଞ୍ଜରୁ ୨, କଟକରୁ ୨, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ରେକର୍ଡ଼ ଅନୁସାରେ ଗତ ୧୩ ଦିନରେ ୧୩୭ ଜୀବନ ନେଲାଣି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
 
 

 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking