27.1 C
Bhubaneswar
Wednesday, May 8, 2024
Homeଓଡିଶାଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଚାଳକ ମୃତ

ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଚାଳକ ମୃତ

କଳାହାଣ୍ଡି : ଥୁଆମୂଳ ରାମପୁର ବ୍ଲକ ପାଲଯୋର୍ ମୁଖ୍ୟ ରାସ୍ତାରେ ହୋଇଛି ମର୍ମନ୍ତୁଦ ସଡକ ଦୁର୍ଘଟଣା | ଦୁର୍ଘଟଣାରେ ଟେଭାକଲମ୍ ଗ୍ରାମର ସିଗେସନ ନାଏକ (୨୨) ନିଜ ପତ୍ନୀ ଙ୍କୁ ନେଇ ଥୁଆମୂଳ ରାମପୁର ରୁ ନିଜ ଗାଁ କୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତି କରାଯାଇଥିଲା | ପରେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ପଠାଯାଇଥିଲା ସେଠାରେ ସିଗେସନ ନାଏକ ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି |

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking