29.1 C
Bhubaneswar
Sunday, May 5, 2024
Homeଓଡିଶାହାତୀ ଆକ୍ରମଣରେ ୨ ମୃତ

ହାତୀ ଆକ୍ରମଣରେ ୨ ମୃତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଟାଙ୍ଗୀ ରେଞ୍ଜର ହଜ ଓ କଲରାଝର ଗାଁ’ରେ ଶୁକ୍ରବାର ରାତିରେ ଘରେ ଶୋଇଥିବା ବେଳେ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ଗାଁ’ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।
https://onakhabar.com/2020/01/17/congress-4/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking