36.1 C
Bhubaneswar
Thursday, May 2, 2024
Homeଓଡିଶାଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ୍‌

ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ୍‌

କଟକ : କଟକ ଏସସିବି ମେଡିକାଲ୍‌ରୁ ଜଣେ କରୋନା ସନ୍ଦିଗ୍ଧ ଚମ୍ପଟ୍ ମାରିଥିବା ସୂଚନା ମିଳିଛି। ଚମ୍ପଟ୍ ମାରିଥିବା ବ୍ୟକ୍ତି ଜଣଙ୍କ ଆୟର୍ଲାଣ୍ଡର ନାଗରିକ।
ସୂଚନା ଅନୁଯାୟୀ, ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ଯାଞ୍ଚ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କରୋନା ସନ୍ଦେହରେ ଏସସିବି ଅଣାଯାଇଥିଲା। ବ୍ୟକ୍ତି ଜଣଙ୍କ ଶରୀରରେ ତାପମାତ୍ରା ଥିବାରୁ ଏପରି ସନ୍ଦେହ ସୃଷ୍ଟି ହୋଇଥିଲା। ଫଳରେ ତାଙ୍କୁ ଏସସିବି ସ୍ୱତନ୍ତ୍ର କରୋନା ୱାର୍ଡରେ ଭର୍ତ୍ତି କରାଯାଇଥିଲା। ହେଲେ ଗୁରୁବାର ରାତିରୁ ବ୍ୟକ୍ତି ଜଣକ କେଉଁଆଡ଼େ ଚମ୍ପଟ ମାରିଥିବା ନେଇ ବୋଲି ସୂଚନା ମିଳିଛି। ଏନେଇ ମଙ୍ଗଳାବାଗ ଥାନାରେ ମେଡିକାଲ୍ କର୍ତ୍ତୃପକ୍ଷ ଅଭିଯୋଗ କରିଛନ୍ତି। ଏଠାରେ ପ୍ରଶ୍ନ ଉଠୁଛି କଡ଼ା ସୁରକ୍ଷା ସତ୍ତ୍ୱେ କିଭଳି ଭାବରେ ଏସସିବିରୁ ଚମ୍ପଟ୍ ମାରିଲେ ବ୍ୟକ୍ତି ଜଣକ ?
https://onakhabar.com/2020/03/06/the-blood-sample-of-the-indian-couple-is-negative/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking