19.1 C
Bhubaneswar
Friday, January 10, 2025
Homeବ୍ରେକୀଙ୍ଗପୂଜା ଗାଇଡଲାଇନକୁ ନେଇ ମାମଲା

ପୂଜା ଗାଇଡଲାଇନକୁ ନେଇ ମାମଲା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପୂଜା ଗାଇଡଲାଇନକୁ ଚାଲେଂଜ କରି ମାମଲା ରୁଜୁ ହୋଇଛି । କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିବା ସୂଚନା ମିଳିଛି । ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚାଂଲେଜ କରି ମାମଲା ଦାୟର ହୋଇଛି । ମୂର୍ତ୍ତିର ଉଚ୍ଚତା ୪ ଫୁଟ ରଖିବାକୁ ସରକାର ଗାଇଡଲାଇନ କରିଛନ୍ତି । ମଣ୍ଡପର ୩ ପାର୍ଶ୍ୱ ସଂପୂର୍ଣ୍ଣ ଓ ଚତୁର୍ଥ ପାର୍ଶ୍ୱ ଆଂଶିକ ବନ୍ଦ ନିର୍ଦ୍ଦେଶ ରହିଛି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୯୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୭ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking