19.1 C
Bhubaneswar
Sunday, November 24, 2024
Homeଓଡିଶାପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କୁ ସୁରେଶ ପୂଜାରୀଙ୍କ ଚିଠି

ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କୁ ସୁରେଶ ପୂଜାରୀଙ୍କ ଚିଠି

ଭୁବନେଶ୍ୱର: ବରଗଡ ପୋଲିସ ହେପାଜତରେ ଅଭିଯୁକ୍ତ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବରଗଡ ସାସଂଦ ସୁରେଶ ପୂଜାରୀ । ନିରପେକ୍ଷ ତଦନ୍ତ ସହ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ସେ ଚିଠି ଲେଖିଛନ୍ତି । ପୋଲିସ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ସେ କରିଛନ୍ତି । ଟାଉନ ଥାନାର ୪ ପୋଲିସଙ୍କୁ ଗତକାଲି କାର୍ଯ୍ୟାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking