30.1 C
Bhubaneswar
Saturday, May 4, 2024
Homeଓଡିଶାରାଜ୍ୟରେ ଆଜି ୪୭୭ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୭୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ଆଉ ୪୭୭ କରୋନା ସଂକ୍ରମିତ ସୁସ୍ଥ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୦ହଜାର ୬୪୫ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯୯ ଜଣ ଥିବାବେଳେ କଟକରୁ ୭୬ ଜଣ, ମୟୂରଭଂଜରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୧୯, ବାଲେଶ୍ୱରରୁ ୧୬, ଯାଜପୁରରୁ ୧୨, କେନ୍ଦ୍ରାପଡ଼ାରୁ ୧୧, ସୁନ୍ଦରଗଡ଼ରୁ ୬ ଓ ନୟାଗଡ଼ରୁ ୪, ଅନୁଗୁଳ, ଗଂଜାମ ଓ କୋରାପୁଟରୁ ୩ ଜଣ ଲେଖାଏଁ, ଦେବଗଡ଼ ଓ କେନ୍ଦୁଝରରୁ ୨-୨ ଣ, ବରଗଡ଼, ଭଦ୍ରକ, ଗଜପତି, ଝାରସୁଗୁଡ଼ା, କନ୍ଧମାଳ, ରାୟଗଡ଼ାରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲରୁ ୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking