ଭୁବନେଶ୍ୱର : ବିଜୁ ଜନତା ଦଳ ପ୍ରତିନିଧୀ ଆଜି ମଡେଲ ଆଚରଣ ବିଧି (MCC) ଉଲ୍ଲଂଘନ ନେଇ ବିଜେପି ଜେପି ପ୍ରାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ରାଜ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।
ବିଜେଡିର ଏକ ପ୍ରତିନିଧୀ ଦଳ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀଙ୍କୁ ଭେଟି ଏକ ସ୍ମାରକପତ୍ର ଦାଖଲ କରିଥିଲେ ଏବଂ ଏହା ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହୋଇଥିବାରୁ ଓଡିଶାରେ କେନ୍ଦ୍ର ସରକାରଙ୍କ ସମସ୍ତ ହୋର୍ଡିଂ / ବ୍ୟାନର / ପୋଷ୍ଟର ହଟାଇବାକୁ ଦାବି କରିଥିଲେ।