21.1 C
Bhubaneswar
Monday, November 18, 2024
Homeଦେଶ ବିଦେଶ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକା

୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକା

ନୂଆଦିଲ୍ଲୀ: ୧୨ରୁ ୧୪ ବର୍ଷ ପିଲାଙ୍କୁ ଦିଆଯିବ କୋଭିଡ୍ ଟିକା । ଆସନ୍ତା ୧୬ରୁ ଏହି ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାଣ୍ଡଭୀୟ ଏହି ସୂଚନା ଦେଇଥିବା ଜଣାପଡ଼ିଛି । ୬୦ ରୁ ଊର୍ଦ୍ଧ୍ୱ ବର୍ଷର ବୟସ୍କଙ୍କୁ ଦିଆଯିବ ବୁଷ୍ଟର୍ ଡୋଜ୍ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking