21.1 C
Bhubaneswar
Monday, November 18, 2024
Homeଓଡିଶାଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌

ଭୁବନେଶ୍ୱର: ଏପ୍ରିଲ୍ ୨ ତାରିଖରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ୍‌। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।

ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ୍ ହେବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking