21.1 C
Bhubaneswar
Monday, November 18, 2024
Homeଦେଶ ବିଦେଶପିଏଫଆଇକୁ ୫ ବର୍ଷ ପାଇଁ ବ୍ୟାନ୍‌ କଲେ କେନ୍ଦ୍ର ସରକାର

ପିଏଫଆଇକୁ ୫ ବର୍ଷ ପାଇଁ ବ୍ୟାନ୍‌ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ୫ ବର୍ଷ ପାଇଁ ବ୍ୟାନ ଘୋଷିତ ହେଲା ଇସଲାମିକ ସଂଗଠନ ପିଏଫଆଇ । ଅପରାଧିକ କାର୍ଯ୍ୟକଳାପ ତଥା ଆତଙ୍କବାଦୀ ସଂଗଠନ ସହ ଲିଙ୍କ ପ୍ରମାଣ ମିଳିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଗୃହ ମନ୍ତ୍ରଣାଳୟ । ପିଏଫଆଇ ସମେତ ଅନ୍ୟ 9 ସହଯୋଗୀ ସଂଗଠନ ଉପରେ ମଧ୍ୟ ବ୍ୟାନ ଲଗାଇଛି କେନ୍ଦ୍ର ।

ପୂର୍ବରୁ ସଂଗଠନର ଏକାଧିକ କାର୍ଯ୍ୟକର୍ତ୍ତା ଦେଶ ବିରୋଧୀ କାର୍ଯ୍ୟକଳାପ ତଥା ଟେରର ଫଣ୍ଡିଂ ମାମଲାରେ ଗିରଫ ହୋଇସାରିଛନ୍ତି । ଗତକାଲି ମଧ୍ୟ ସଂଗଠନର ବିଭିନ୍ନ ଶାଖା ଓ ଆଡ୍ଡା ଉପରେ ଦେଶବ୍ୟାପୀ ଚଢାଉ କରିଥିଲେ ମିଳିତ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା । ଗତକାଲି କାର୍ଯ୍ୟାନୁଷ୍ଠାନରେ ବହୁ ସଦସ୍ୟଙ୍କୁ ଆତଙ୍କୀ ଲିଙ୍କରେ ଗିରଫ କରାଯିବା ପରେ ଆଜି ଏହି ବଡ ନିଷ୍ପତ୍ତି ଗ୍ରହଣ କରିଛି କେନ୍ଦ୍ର ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking