ଭୁବନେଶ୍ୱର : ଏଏସଓ ପରୀକ୍ଷାକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା । କିଛି ପରୀକ୍ଷାର୍ଥୀଙ୍କ ପକ୍ଷରୁ ହାଇକୋର୍ଟରେ ସାନି ମାମଲା ଦାୟର । ଚୟନ ପାଇଁ ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଉଚ୍ଛେଦ ଅପିଲ । ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ଉଠାଇ ମେରିଟ ଲିଷ୍ଟ ପ୍ରକାଶ ପାଇଁ ଦାବି । ମାମଲାକୁ ନେଇ ଓପିଏସସି ଠାରୁ ଜବାବ ତଲବ କଲେ ହାଇକୋର୍ଟ । ଡିସେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ।