29.1 C
Bhubaneswar
Friday, October 18, 2024
Homeଦେଶ ବିଦେଶଡାକ୍ତରଖାନାରେ ଭର୍ତ୍ତି ହେଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଡାକ୍ତରଖାନାରେ ଭର୍ତ୍ତି ହେଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଡାକ୍ତରଖାନାରେ ଭର୍ତ୍ତି । ଦିଲ୍ଲୀ ଏମ୍ସର ଏକ ଘେରୋଇ ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଛି । ୬୩ ବର୍ଷିଆ ନିର୍ମଳା ୧୨ଟା ବେଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ତେବେ ସେ ହଠାତ୍ କହିଁକି ଡାକ୍ତରଖାନାରେ ଭର୍ତ୍ତି ହେଲେ ସେ ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରିନାହିଁ ।

ଲାଇଫ୍ ପାର୍ଟନର ଉପରେ ଅନୈତିକ ସମ୍ପର୍କର ମିଥ୍ୟା ଅଭିଯୋଗ କରିବା ମଧ୍ୟ କ୍ରୁରତା: ହାଇକୋର୍ଟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking