29.1 C
Bhubaneswar
Sunday, September 29, 2024
Homeଓଡିଶାବଡମ୍ବା ଦଳ ଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ...

ବଡମ୍ବା ଦଳ ଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର : ଆଜି ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ମକର ମେଳା ପାଇଁ ବଡମ୍ବା ଟି-ସେତୁରେ ପ୍ରବଳ ଭିଡ; ୧୨ ଜଣ ଗୁରୁତର ଆହତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking