27.1 C
Bhubaneswar
Sunday, September 29, 2024
Homeଓଡିଶାଟି-ବ୍ରିଜ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ; ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା

ଟି-ବ୍ରିଜ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ; ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା

କଟକ: ଆଜି ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏହାସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ମକର ମେଳା ପାଇଁ ବଡମ୍ବା ଟି-ସେତୁରେ ପ୍ରବଳ ଭିଡ; ୧୨ ଜଣ ଗୁରୁତର ଆହତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking