27.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶ୧୦ ଜଣଙ୍କୁ ମାରିବା ପରେ ନିଜକୁ ଗୁଳି କଲା ଅଭିଯୁକ୍ତ

୧୦ ଜଣଙ୍କୁ ମାରିବା ପରେ ନିଜକୁ ଗୁଳି କଲା ଅଭିଯୁକ୍ତ

ଆମେରିକା: ଆମେରିକାର କାଲଫର୍ଣ୍ଣିଆର ମଣ୍ଟେରୀ ପାର୍କରେ ହୋଇଥିବା ଗୁଳିକାଣ୍ଡ ଘଟାଇଥିବା ସନ୍ଦିଗ୍ଧ ପରିଚୟ ମିଳିଛି । ଚୀନ ନବବର୍ଷ ପାଳନ ଅବସରରେ ଡ୍ୟାନ୍ସ କ୍ଲବରେ ଗୁଳି ଚଳାଇ ହତ୍ୟା କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ୭୨ ବର୍ଷୀୟ ବୃଦ୍ଧ ହୁଉ କାନ୍ ସ୍ରାନ୍। ୧୦ ଜଣଙ୍କୁ ମାରିବା ପରେ ବୃଦ୍ଧ ଜଣକ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ପୋଲିସ କହିଛି। ତାଙ୍କ ମୃତ ଦେହକୁ ଏକ ଭ୍ୟାନ୍ରୁ ଜବତ କରାଯାଇଛି।

ର କାଲଫର୍ଣ୍ଣିଆର ମଣ୍ଟେରୀ ପାର୍କରେ ହୋଇଥିବା ଗୁଳିକାଣ୍ଡ ଘଟାଇଥିବା ସନ୍ଦିଗ୍ଧ ପରିଚୟ ମିଳିଛି । ଚୀନ ନବବର୍ଷ ପାଳନ ଅବସରରେ ଡ୍ୟାନ୍ସ କ୍ଲବରେ ଗୁଳି ଚଳାଇ ହତ୍ୟା କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ୭୨ ବର୍ଷୀୟ ବୃଦ୍ଧ ହୁଉ କାନ୍ ସ୍ରାନ୍। ୧୦ ଜଣଙ୍କୁ ମାରିବା ପରେ ବୃଦ୍ଧ ଜଣକ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ପୋଲିସ କହିଛି। ତାଙ୍କ ମୃତ ଦେହକୁ ଏକ ଭ୍ୟାନ୍ରୁ ଜବତ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking