20.1 C
Bhubaneswar
Thursday, December 26, 2024
Homeଓଡିଶାଆପୋଲୋରେ ପହଞ୍ଚିଲେ ରାଜ୍ୟପାଳ; ପଚାରି ବୁଝିଲେ ନବଙ୍କ ସ୍ୱାସ୍ଥ୍ୟାବସ୍ଥା

ଆପୋଲୋରେ ପହଞ୍ଚିଲେ ରାଜ୍ୟପାଳ; ପଚାରି ବୁଝିଲେ ନବଙ୍କ ସ୍ୱାସ୍ଥ୍ୟାବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ତେବେ ତାଙ୍କୁ ଦେଖିବା ପାଇଁ ଏବଂ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିବା ପାଇଁ ହସ୍ପିଟାଲରେ ପହଞ୍ଚିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ । ହସ୍ପିଟାଲରେ ପହଞ୍ଚି ନବଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ତାଙ୍କ ଚିକିତ୍ସାର ସମସ୍ତ ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ । ଏହାସହ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଜ୍ୟପାଳ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking