31.1 C
Bhubaneswar
Monday, September 30, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୭ ମୃତ ,୨୦ ଆହତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୭ ମୃତ ,୨୦ ଆହତ

ଭୁବନେଶ୍ୱର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ମେଡିକାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ହରିୟାଣାର ପୃଥକ ପୃଥକ ସ୍ଥାନରେ, ଆମ୍ବଲା,ପାନିପଥ ଓ ଫରିଦାବାଦରେ ଏହି ଭୟଙ୍କର ସଡକ ଦୁର୍ଘଟଣା ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା କିଭଳି ଘଟିଲା ସେନେଇ ତଦନ୍ତ ଆରମ୍ଭ କରିଛି ।

ହୁ ହୁ ହୋଇ ଜଳିଗଲା କବାଡି ଗୋଦାମ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking