27.1 C
Bhubaneswar
Sunday, September 29, 2024
Homeଓଡିଶାଅସୁସ୍ଥ ଅଳକାଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ

ଅସୁସ୍ଥ ଅଳକାଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ୫ଟି ସଚିବ ଭି.କେ ପାଣ୍ଡିଆନ

ଭୁବନେଶ୍ୱର: ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି ଅସୁସ୍ଥ । ସେ ଏବେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ହସ୍ପିଟାଲରେ ପହଞ୍ଚି ବିଧାୟିକାଙ୍କୁ ଭେଟିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ । ଚିକିତ୍ସା ବ୍ୟବସ୍ଥାକୁ ନେଇ ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି ଫାଇବ-ଟି ସଚିବ । ଅଳକାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଭି.କେ. ପାଣ୍ଡିଆନ ।

ରକ୍ତହୀନତା ଯୋଗୁଁ ଅସୁସ୍ଥ ହୋଇ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ବିଧାୟିକା ଅଳକା ମହାନ୍ତିଙ୍କୁ ସାକ୍ଷାତ କରି ସ୍ୱାସ୍ଥ୍ୟବସ୍ଥା ବିଷୟରେ ବୁଝି ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking