17.1 C
Bhubaneswar
Friday, January 10, 2025
Homeଓଡିଶାଅଧଘଣ୍ଟାରେ ଏହି ଜିଲ୍ଲାରେ ହେଲା ୩୭୬୨ ଥର ବଜ୍ରପାତ

ଅଧଘଣ୍ଟାରେ ଏହି ଜିଲ୍ଲାରେ ହେଲା ୩୭୬୨ ଥର ବଜ୍ରପାତ

ଭୁବନେଶ୍ୱର:  ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଏହାର ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ ସହ ବର୍ଷା ହେବା ନେଇ ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହ ରାଜ୍ୟର ୪ଟି ଜିଲ୍ଲାରେ ଆଜି କୁଆପଥର ମାଡ଼ ସହ ଝଡ଼ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏନେଇ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଛୁଟି ମନାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ: ବିଜେପି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking