27.1 C
Bhubaneswar
Saturday, October 19, 2024
Homeଓଡିଶାଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟର ସମସ୍ତ ସ୍କୁଲ ସକାଳୁଆ ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ରୁ ପୂର୍ବାହ୍ନ ୧୧ଟା ୩୦ ଯାଏ ହେବ ପାଠପଢ଼ା । ସ୍କୁଲରେ ଖରା ଦିନ ପାଇଁ ପଦକ୍ଷେପ ନିଆଯିବ । ପାଣି ବ୍ୟବସ୍ଥା, ଓଆର୍‌ଏସର ବ୍ୟବସ୍ଥା କରାଯିବ । ସେହିପରି ହିଟୱେଭ୍ ହେଲେ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଦୟାନଦୀରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking