31.1 C
Bhubaneswar
Monday, October 21, 2024
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଗୀତା ରେ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି,ମୁଁ କାହାର ଭାଗ୍ୟ ତିଆରି କରେ ନାହିଁ।ମଣିଷ ନିଜେ ନିଜର ଭାଗ୍ୟ ତିଆରି କରିଥାଏ।ତୁମେ ଆଜି ଯାହା କରୁଛ ତାହାର ଫଳ ତୁମକୁ କାଲି ପାପ୍ତ ହେବ ଏବଂ ଆଜି ଯାହା ତୁମର ଭାଗ୍ୟରେ ଅଛି ତାହା ପୂର୍ବରୁ କରାଯାଇଥିବା କର୍ମର ଫଳ।ସକାଳ ହେଲେ ଫୁଲକୁ ବି ଜଣା ନଥାଏ ସେ ମନ୍ଦିର ଯିବ ନା ମଶାଣୀକୁ, ସେଥିପାଇଁ ଜୀବନକୁ ଉପଭୋଗ କର,ହସ ଆଉ ହସାଅ,ରାଗ ଓ ହିଂସା ଛାଡ,କାରଣ ମଣିଷର ନିଶ୍ୱାସକୁ ବି ଜଣା ନଥାଏ ସେ ଫେରିବ କି ନାହିଁ।

ଅଦ୍ୟ ଅପ୍ରେଲ ମାସ ୨୮ ତାରିଖ ୨୦୨୩ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ବୈଶାଖ ମାସ-ଶୁକ୍ଳପକ୍ଷ
ତିଥି- ଅଷ୍ଟମୀ ଦିବା ଘ୦୪/୦୧ ପର୍ୟ୍ୟନ୍ତ ତଦନ୍ତେ ନବମୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୧୦/୩୩ ପର୍ୟ୍ୟନ୍ତ ତଦନ୍ତେ ଅଶ୍ଳେଷା
ଚନ୍ଦ୍ର-କର୍କଟ
ଯୋଗ- ଶୂଳ
କରଣ – ବବ
ସୌରମାସ- ମେଷ ୧୫ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୨୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୫୯
*✧═════•❁❀
ଯୋଗିନୀ ଐଶାନ୍ୟେ ଦିବା ଘ୦୪/୦୧ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ
ବିଛା ,ଧନୁ ଓ ମୀନ ରାଶିର ଘାତବାର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୩୨ ଗତେ ଘ୧୧/୪୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୫୮ ମଧ୍ୟେ ଓ ଘ୧୨/୪୩ ଗତେ ଘ୦୨/୧୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୫ ଗତେ ଘ୧୧/୪୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନଡ଼ିଆ ଦିବା ଘ୦୪/୦୧ ଗତେ ଲାଉ ଭକ୍ଷଣ ନିଷେଧ
═✧══•❁❀❁•═════

✧═════•❁❀❁•═════✧
* ଆଜିର ରାଶିଫଳ
✧═════•❁❀❁•═════✧
🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
✧═════•❁❀❁•═════✧
🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
✧═════•❁❀❁•═════✧
🌹ମିଥୁନ🌷👉-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
✧═════•❁❀❁•═════✧
🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
✧═════•❁❀❁•═════✧
🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
✧═════•❁❀❁•═════✧
🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
✧═════•❁❀❁•═════✧
🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
✧═════•❁❀❁•═════✧
🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
✧═════•❁❀❁•═════✧
🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
✧═════•❁❀❁•═════✧
🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
✧═════•❁❀❁•═════✧
🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
✧═════•❁❀❁•═════✧
🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking