30.1 C
Bhubaneswar
Saturday, May 4, 2024
Homeଓଡିଶାରେଳ ଲାଇନ ଅତିକ୍ରମ କରୁଥିବା ବେଳେ ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ

ରେଳ ଲାଇନ ଅତିକ୍ରମ କରୁଥିବା ବେଳେ ଟ୍ରେନରେ କଟି ଯୁବକଙ୍କ ମୃତ୍ୟୁ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ବେତନଟୀ ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରେଳ ଲାଇନ ଅତିକ୍ରମ କରୁଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ। ପୁରୀରୁ ବାଙ୍ଗିରିପୋଷି ଫେରୁଥିବା ସୁପରଫାଷ୍ଟ ଟ୍ରେନରେ କଟି ସଂପୃକ୍ତ ଯୁବକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ସ୍ଥାନୀୟ ଟୁଙ୍ଗାଧୁଆ ଗ୍ରାମର ନିରଞ୍ଜନ ମହାନ୍ତି।

୩ ଛୁଆଙ୍କୁ ମାରିବା ପରେ ମା’ର ଆତ୍ମହତ୍ୟା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking