27.1 C
Bhubaneswar
Saturday, October 19, 2024
Homeଦେଶ ବିଦେଶ୪,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ

୪,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୬୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୦,୬୭୮ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୨୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୦୬କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking