ନୂଆଦିଲ୍ଲୀ: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସନକଙ୍କ ସହ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା କରିଛନ୍ତି। ଜାପାନ ହିରୋସୀମାରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି। ବିଭିନ୍ନ ପ୍ରସଙ୍ଗ ଉପରେ ଦୁଇ ନେତାଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା କରିଥିବା ସୂଚନା ମିଳିଛି।