23.1 C
Bhubaneswar
Wednesday, January 15, 2025
Homeଓଡିଶାରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨

ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ଲୋକଙ୍କ ବିକାଶକୁ ମିଳିବ ଗତି। ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨। ପ୍ରଗତି ପଥରେ ଆହୁରି ଆଗକୁ ବଢିବ ଦକ୍ଷିଣ ଓଡ଼ିଶା। ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଯୋଡିବ ଜୟପୁର ସହ । ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଖର୍ଚ୍ଚ ହେବ ୭ହଜାର କୋଟି ଟଙ୍କା । ଏଥିରେ ଯୋଡି ହେବ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲା। ରାଜ୍ୟର ଅର୍ଥନୈତିକ ଓ ସାମାଜିକ ବିକାଶରେ ଆସିବ ଆହୁରି ପରିବର୍ତ୍ତନ। ରାଜ୍ଯର ଏକ ପ୍ରମୁଖ ଅର୍ଥନୈତିକ କରିଡର ଭାବେ ଗଢି ତୋଳିବା ପାଇଁ ସରକାରଙ୍କ ଲକ୍ଷ୍ୟ ଖୁବଶୀଘ୍ର ପୂରଣ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ ସହ ଭିଡିଓ ପୋଷ୍ଟ କରି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking