ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ନେତା କିରୀଟ ସୋମେୟାଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ କରିବା ଅଭିଯୋଗରେ ମୁମ୍ବାଇ ପୁଲିସ ଜଣେ ଆର୍ଟିଆ କର୍ମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତର ନାଁ ଗୁଲାମ କାଜି ଏବଂ ତା’ ବିରୋଧରେ ବହୁ ଧାରାରେ କେସ୍ ରୁଜୁ କରାଯାଇଛି ।