24.1 C
Bhubaneswar
Sunday, October 20, 2024
Homeଓଡିଶାଆଜିଠୁ ଚେକିଂ ହେବ ହାଇ ସିକ୍ୟୁରିଟି ନମ୍ବର

ଆଜିଠୁ ଚେକିଂ ହେବ ହାଇ ସିକ୍ୟୁରିଟି ନମ୍ବର

ଭୁବନେଶ୍ୱର: ନୂଆ ନମ୍ବରପ୍ଲେଟ୍‌ ନଲଗାଇଥିଲେ ଆଜିଠାରୁ କଡ଼ା କାର୍ଯ୍ୟାନୁଷ୍ଠାନ । ୦୭.୦୬.୨୩ ସୁଦ୍ଧା ମୋଟ ୪୦,୯୩,୬୦୮ ଗାଡି ମାଲିକ ସ୍ଲଟ୍ ବୁକ୍ କରିଛନ୍ତି, ସେଥିମଧ୍ୟରୁ ୩୫,୮୭,୫୭୭ ଗାଡିରେ HSRP ଲଗାଯାଇଛି । ଦଣ୍ଡବିଧାନରୁ ରକ୍ଷା ପାଇବା ପାଇଁ ଯାନବାହାନ ମାଲିକମାନଙ୍କୁ ଶୀଘ୍ର HSRP ଲଗାଇବାକୁ ପରାମର୍ଶ ଦିଆଯାଇଛି । ଏନେଇ ପୂର୍ବରୁ ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍ ଏବଂ ଏନଫୋର୍ସମେଣ୍ଟ ଲାଲମୋହନ ସେଠୀ (ସଡକ ସୁରକ୍ଷା) ସୂଚନା ଦେଇଥିଲେ ।

M.V ଆକ୍ଟ, ୧୯୮୮, ଧାରା ୧୯୨ ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ କଟାଯିବ । ଏଥିସହ ୫୦୦୦/ – କିମ୍ବା ୧୦, ୦୦୦/ – ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ । CMVR, ୧୯୮୯ର ନିୟମ ୫୦ ଅନୁଯାୟୀ, ସମସ୍ତ ଯାନକୁ HSRP ସହିତ ସଂଲଗ୍ନ କରିବା ବାଧ୍ୟତାମୂଳକ ବୋଲି ପୂର୍ବରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking