27.1 C
Bhubaneswar
Friday, September 20, 2024
Homeଓଡିଶା୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ଲଗାଣ ବର୍ଷାରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ରାଜ୍ୟରେ ବଦଳିପାରେ ପାଗ । ବର୍ଷା ପରିବର୍ତ୍ତେ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା । ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି ।

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ କାଲିଠୁ ବିଶେଷ ବର୍ଷା ନ ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking