28.1 C
Bhubaneswar
Saturday, October 19, 2024
Homeଦେଶ ବିଦେଶରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଗୋଡ଼ରେ ଆଘାତ

ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ଗୋଡ଼ରେ ଆଘାତ

ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ଗୋଡ଼ରେ ଗୁରୁବାର ଆଘାତ ଲାଗିଛି । ଚିକିତ୍ସା ପାଇଁ ତାଙ୍କୁ ଜୟପୁରର ସୱାଇ ମାନସିଂହ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଏମର୍ଜେନ୍ସି ଚିକିତ୍ସା କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ସହିତ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଗୋବିନ୍ଦ ସିଂହ ଡୋଟାସରା, ପିଏଚ୍‌ଇଡି ମନ୍ତ୍ରୀ ମହେଶ ଜୋଶୀଙ୍କ ସମେତ ଅନ୍ୟ ନେତାମାନେ ହସ୍ପିଟାଲ୍‌ରେ ପହଞ୍ଚିଛନ୍ତି । ପାଦରେ ମୁନିଆଁ ବସ୍ତୁ ପଶିଯିବା ପରେ ମୁଖ୍ୟମନ୍ତ୍ରୀଙ୍କ ଗୋଡ଼ ମକଚି ହୋଇଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking