30.1 C
Bhubaneswar
Monday, October 21, 2024
Homeଓଡିଶାହୀରାକୁଦର ଖୋଲିଲା ଆଉ ୪ଟି ଗେଟ

ହୀରାକୁଦର ଖୋଲିଲା ଆଉ ୪ଟି ଗେଟ

ବୁର୍ଲା: ଉପରମୁଣ୍ଡରେ ଜଳସ୍ତର ବଢ଼ିବାରୁ ହୀରାକୁଦର ଆଉ ୪ଟି ଗେଟ ଖୋଲାଯାଇଛି । ଗତକାଲି ୩ଟି ଗେଟ ଖୋଲାଯାଇଥିବାବେଳେ ଆଜି ପୁଣି ଆଉ ୪ଟି ଗେଟ ଖୋଲାଯାଇଛି।ଏହାକୁ ମିଶାଇ ଏବେ ସମୁଦାୟ ୧୨ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ରବିବାର ୫ଟି, ଗତକାଲି ୪ଟି ଓ ଆଜି ୩ଟି ଗେଟ ଖୋଲାଯାଇଛି। ମିଳିଥିବା ସୂଚନା ମୁତାବକ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଛି।ଆଉ ଏହାର ପ୍ରଭାବରେ ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି । ତେଣୁ ଆଉ ୪ଟି ଗେଟ ଆଜି ଖୋଲାଯାଇଛି । ଉଲ୍ଲେଖ ଥାଉ କି ରବିବାର ସକାଳେ ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିବା ପରେ ଗେଟ ଖୋଲାଯାଇଥିଲା । ରବିବାର ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପାରଂପରିକ ରୀତିରେ ପୂଜାର୍ଚ୍ଚନା ପରେ ହୀରାକୁଦ ଜଳଭଣ୍ଡାର ପର୍ଯ୍ୟାୟ‌କ୍ରମେ ୫ଟି ଗେଟ୍ ଖୋଲାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking