17.1 C
Bhubaneswar
Tuesday, November 26, 2024
Homeଓଡିଶାପ୍ରଶ୍ନପତ୍ର ଲିକ୍ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ

ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ୱର: ଓଏସଏସସି ଜେଇ ସିଭିଲ ସର୍ଭିସ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ବିହାରରୁ ମାଷ୍ଟର ମାଇଣ୍ଡକୁ ଗିରଫ କଲା ବାଲେଶ୍ୱର ପୋଲିସ । ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତ ବିହାରରୁ ଗିରଫ । ପୂର୍ବରୁ ଦୀଘାରୁ ୯ ଜଣଙ୍କୁ ଗିରଫ କରିଥିଲା ପୋଲିସ ।

ମହାନଦୀକୁ ଡେଇଁ ଯୁବକ ନିଖୋଜ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking