32.1 C
Bhubaneswar
Friday, October 18, 2024
Homeଓଡିଶାପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ

ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ । ସରକାରଙ୍କ ପ୍ରତିଶ୍ରୁତି ପରେ ହଟିଲା ଆାନ୍ଦୋଳନ । ଆସନ୍ତାକାଲି ସ୍କୁଲରେ ଯୋଗଦେବେ ଶିକ୍ଷକ । ଗ୍ରେଡ୍‌ ପେ’ ବୃଦ୍ଧି, ପ୍ରାଥମିକ ଶିକ୍ଷାରେ ଠିକା ଶିକ୍ଷକ ନିଯୁକ୍ତି ଉଚ୍ଛେଦ ଓ ୨୦୧୭ରୁ ପୁରୁଣା ପେନସନ ଲାଗୁ କରିବା ସହ୨୦୨୦ ମାର୍ଚ ୧ ତାରିଖରୁ ବନ୍ଦ ଥିବା ଇନକ୍ରିମେଣ୍ଟ ପ୍ରଦାନ, ଗଣଶିକ୍ଷକମାନଙ୍କୁ ନିୟମିତ କରିବା, ଓଆରଏସ୍‌ପି-୨୦୧୭ର ବକେୟା ୫୦% ପ୍ରଦାନ କରିବା ସହିତ ନିୟମିତ ଶିକ୍ଷକ ଭଳି ଅନ୍ୟାନ୍ୟ ସୁବିଧା ସୁଯୋଗ ପାଇବା ଦାବି ନେଇ ଚଳିତମାସ ୮ ତାରିଖରେ ପ୍ରାଥମିକ ସ୍କୁଲ ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିଲେ । ଆଉ ଏଥିପାଇଁ ରାଜ୍ୟବ୍ୟାପୀ ସ୍କୁଲରେ ପାଠପଢ଼ା ପ୍ରଭାବିତ ‌ହୋଇଛି।

ପ୍ରଥମେ ପ୍ରେମ ସମ୍ପର୍କ ଆଉ ତାପରେ….

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking