28.1 C
Bhubaneswar
Thursday, September 19, 2024
Homeଦେଶ ବିଦେଶଭଉଣୀର ଶେଷକୃତ୍ୟ ସାରି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭଉଣୀର ଶେଷକୃତ୍ୟ ସାରି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସାରି ଆଜି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ଶନିବାର ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ପ୍ରଖ୍ୟାତ ସାହିତ୍ୟିକା ଗୀତା ମେହେଟ୍ଟା । ଗତକାଲି ନୂଆଦିଲ୍ଲୀ ଲୋଧି ରୋଡ୍ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଥିଲା । ପୁ ଅ ଆଦିତ୍ୟ ମେହଟ୍ଟା ମୁଖାଗ୍ନି ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ତାଙ୍କର ଭାଇ ପ୍ରେମ ପଟ୍ଟନାୟକ ଏବଂ ଅନ୍ୟ ସମ୍ପର୍କୀୟ ଓ ଶୁଭେଚ୍ଛୁ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking