20.1 C
Bhubaneswar
Thursday, January 16, 2025
Homeଦେଶ ବିଦେଶକାନାଡା ଲୋକଙ୍କ ପାଇଁ ଭିସା ସେବା ରଦ୍ଦ କଲେ ଭାରତ ସରକାର

କାନାଡା ଲୋକଙ୍କ ପାଇଁ ଭିସା ସେବା ରଦ୍ଦ କଲେ ଭାରତ ସରକାର

କାନାଡା : କାନାଡା ଲୋକଙ୍କ ପାଇଁ ଭିସା ସେବା ରଦ୍ଦ କଲା ଭାରତ । ଦୁଇ ଦେଶ ଭିତରେ ଲାଗି ରହିଥିବା ତିକ୍ତତା ଭିତରେ ଭାରତ ତରଫରୁ ଏପରି ବଡ ପଦକ୍ଷେପ ନିଆଯାଇଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଏହି ଭିସା ସେବାକୁ ରଦ୍ଦ କରଦିଆଯାଇଛି । ଅର୍ଥାତ କାନାଡାରୁ ଭାରତକୁ ଆସିବାକୁ ଥିବା କାନାଡା ନାଗରିକଙ୍କୁ ଏବେ ଭାରତର ଭିସା ଅନିର୍ଦ୍ଧିଷ୍ଟ କାଳ ପାଇଁ ମିଳିପାରିବ ନାହିଁ । ଏନେଇ ବିଏଲଏସ ଇଣ୍ଟରନ୍ୟାସନାଲ ୱେବସାଇଟ୍ ଜରିଆରେ ନୋଟିସ୍ ଜାରି କରି ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ମୁତାବକ, ନୋଟିସରେ ଉଲ୍ଲେଖ କରାଯାଇଛି ଯେ, ପରିଚାଳନା ଗତ କାରଣରୁ ସେପ୍ଟେମ୍ବର ୨୧ ତାରିଖଠାରୁ ଆଗାମୀ ସୂଚନା ପର୍ଯ୍ୟନ୍ତ ଭାରତୀୟ ଭିସା ସେବାକୁ ରଦ୍ଦ କରିଦିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking