ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନ ଶୋକ ପ୍ରସ୍ତାବ ଆଗତ । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ନିରବ ପ୍ରାର୍ଥନା ପରେ ଗୃହ ମୁଲତବି ହୋଇଥିବା ଖବର ସାମ୍ନାକୁ ଆସିଛି । ଅପରାହ୍ନ ୫ଟା ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି ।