31.1 C
Bhubaneswar
Friday, October 18, 2024
Homeଓଡିଶାଡେରାସ ଡ୍ୟାମର କ୍ଷୁଦ୍ର ଜଳସେଚନ କେନାଲ ଅବରୋଧ ମାମଲା : ସାଂସଦ ଅପରାଜିତା ଷଡଙ୍ଗୀଙ୍କ ହସ୍ତକ୍ଷେପ...

ଡେରାସ ଡ୍ୟାମର କ୍ଷୁଦ୍ର ଜଳସେଚନ କେନାଲ ଅବରୋଧ ମାମଲା : ସାଂସଦ ଅପରାଜିତା ଷଡଙ୍ଗୀଙ୍କ ହସ୍ତକ୍ଷେପ ପରେ ହଟିଲା ଅବରୋଧ

ଭୁବନେଶ୍ୱର: ଡେରାସ ଡ୍ୟାମର କ୍ଷୁଦ୍ର ଜଳସେଚନ କେନାଲ ଅବରୋଧ ମାମଲା । ଅବରୋଧ ହୋଇଥିବା କେନାଲ ଖୋଲିଲା ଜବରଦଖଲକାରୀ ସଂସ୍ଥା । ୩୩୨ ମିଟର କେନାଲରୁ ଅବରୋଧ ହଟିଥିବା ସୂଚନା ଦେଇଛନ୍ତି ଜଳସେଚନ ବିଭାଗ । ସାଂସଦ ଅପରାଜିତା ଷଡଙ୍ଗୀଙ୍କ ହସ୍ତକ୍ଷେପ ପରେ ଅବରୋଧ ହଟିଛି । ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ୨ ବର୍ଷ ଧରି ଅବରୋଧ ରହିଥିଲା କେନାଲ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking