29.1 C
Bhubaneswar
Tuesday, October 22, 2024
Homeଅପରାଧଅଡୁଆରେ ବିଧାୟକ ପ୍ରତାପ ଜେନା

ଅଡୁଆରେ ବିଧାୟକ ପ୍ରତାପ ଜେନା

ଭୁବନେଶ୍ୱର: ବିଧାୟକ ପ୍ରତାପ ଜେନାଙ୍କ ପାଇଁ ବଢ଼ିଲା ଅଡୁଆ । ମହାଙ୍ଗା ଡବଲ ମର୍ଡର ଘଟଣା । ବିଧାୟକ ପ୍ରତାପ ଜେନାଙ୍କ ପାଇଁ ବଢ଼ିଛି ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ହତ୍ୟା, ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

ଧର୍ତ୍ତବ୍ୟ ଅପରାଧ ଭାବେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ଏହି ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ । ବିଧାୟକ ହୋଇଥିବାରୁ ମାମଲା ଭୁବନେଶ୍ୱର ସ୍ପେଶାଲ କୋଟ ସ୍ଥାନାନ୍ତର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking