26.1 C
Bhubaneswar
Friday, September 20, 2024
Homeଓଡିଶାଚୋରା ଚାଲାଣ ବେଳେ ୪ଜଣଙ୍କୁ ଗିରଫ କଲା ଚନ୍ଦକା ପୋଲିସ

ଚୋରା ଚାଲାଣ ବେଳେ ୪ଜଣଙ୍କୁ ଗିରଫ କଲା ଚନ୍ଦକା ପୋଲିସ

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ ଗିରଫ କରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking