26.1 C
Bhubaneswar
Wednesday, October 23, 2024
Homeଓଡିଶାରାଜ୍ୟରେ ପୁଣି କମିଲା ସୁନା ଦର

ରାଜ୍ୟରେ ପୁଣି କମିଲା ସୁନା ଦର

ଭୁବନେଶ୍ୱର: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୪୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୪୦ଟଙ୍କା ଓ ୬୧,୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୬୦୦ ଟଙ୍କା ଓ ୬୦,୬୪୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୫୦ ଟଙ୍କା ଓ ୬୦,୪୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୨,୦୪୦୦ଟଙ୍କା ରହିଥିବା ନେଇ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking