31.1 C
Bhubaneswar
Friday, October 18, 2024
Homeଓଡିଶା♨️🙏🏻ଆଜିର ଅନୁଚିନ୍ତା 🙏🏻♨️

♨️🙏🏻ଆଜିର ଅନୁଚିନ୍ତା 🙏🏻♨️

ଏକଳି କାଳରେ ଆମ୍ବଡା ଫଳଇ
ଦେଖ ବାବୁ ଆମ୍ବ ଗଛେ,
ନାଲିଆ ପାଣିକୁ ପେଇବାକୁ ଦିଅ
ମଦ୍ୟପ ଧାଇଁବେ ପଛେ ।

ଆଜି କାଲି ଦୁନିଆଁରେ ଯାହା ପାଇଁ ତୁମେ ଭଲ ଚିନ୍ତା କରିବ, ସେ ଭାବିବ ୟା ‘ର କିଛି ସ୍ବାର୍ଥ ଅଛି ବୋଧେ….।

ତୁମ ଆଖିର ଲୁହ ଯାହାର ମନକୁ ତରଳେଇ ପାରେ ନାହିଁ ଆଉ ତୁମ ମୃତ୍ୟୁ ହେଲେ ବି ତାର କିଛି ଯାଏ ଆସେ ନାହିଁ ( ଆତ୍ମହତ୍ୟା ମହା ପାପ ) ।

ସମ୍ପର୍କ ମଜବୁତ୍ ହୋଇଥାଏ ଜଣେ ଜଣଙ୍କର Care ନେବାରେ, ଜଣେ ଜଣକୁ Use କରିବାରେ ନୁହେଁ । ଯଦି ଏତିକି ଆମେ ବୁଝି ଯାଆନ୍ତେ ନା ତେବେ ସମ୍ପର୍କରେ କେବେ ବି ତିକ୍ତତା ଆସନ୍ତା ନାହିଁ ।

ଅଦ୍ୟ ନଭେମ୍ବର ମାସ ୧୯ ତାରିଖ ୨୦୨୩ ମସିହା(ରବିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
କାର୍ତ୍ତିକମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ଦିବା ଘ୦୭/୩୪ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ଶ୍ରବଣା ରାତ୍ରି ଘ୧୧/୪୦ ପର୍ଯ୍ୟନ୍ତ ତଦନ୍ତେ ଧନିଷ୍ଟା
ଚନ୍ଦ୍ର-ମକର
ଯୋଗ- ବୃଦ୍ଧି
କରଣ – ତୈତିଳ
ସୌରମାସ- ବିଛା ୦୩ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୨/୧୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୩୯
*✧═════•❁❀
ଯୋଗିନୀ ପଶ୍ଚିମେ ଦିବା ୦୭/୩୪ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ
ସପ୍ତମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶିର ଘାତଚନ୍ଦ୍ର
ମେଷ ରାଶିର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୧୦ ଗତେ ଘ୧୨/୫୬ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୬/୫୦ ଗତେ ଘ୦୯/୧୪ ମଧ୍ୟେ ଓ ଘ୧୨/୫୭ ଗତେ ଘ୦୩/୩୮ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୪/୨୪ ଗତେ ଘ୦୫/୦୧ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ନିମ୍ବ ଦିବା ଘ୦୭/୩୪ ପର୍ଯ୍ୟନ୍ତ ତଦନ୍ତେ ତାଳ ଭକ୍ଷଣ ନିଷେଧ
═✧══•❁❀❁•═════
✧═════•❁❀❁•═════✧
ଆଜିର ରାଶିଫଳ*
✧═════•❁❀❁•═════✧
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
✧═════•❁❀❁•═════✧
ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
✧═════•❁❀❁•═════✧
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
✧═════•❁❀❁•═════✧
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
✧═════•❁❀❁•═════✧
ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking