କେନ୍ଦୁଝର: କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି କେନ୍ଦୁଝର ସଦର ଥାନା ଉପରକାଇପୁର ଗ୍ରାମର ସଞ୍ଜୁ ଦେହୁରୀ (୩୦)କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ୍।