30.1 C
Bhubaneswar
Thursday, June 12, 2025
Homeଓଡିଶାଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୧୦ରୁ ଅଧିକ ଆହତ

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୧୦ରୁ ଅଧିକ ଆହତ

ଯାଜପୁର : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ୧୦ରୁ ଅଧିକ ଆହତ । ୧୬ ନମ୍ବର ଜାତୀୟ ରାଜପଥର ଯାଜପୁର ଜିଲ୍ଲା ବଡଚଣା ନିକଟରେ ଦୁର୍ଘଟଣା ଘଟିଛି। ବସଟି ବାଲେଶ୍ବରରୁ କଟକ ଅଭିମୁଖେ ଯାଉଥିଲା । ବଡଚଣା ନିକଟରେ ଏକ ଗହମ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେଇଥିଲା । ଆହତଙ୍କୁ ବଡଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ୨ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking