27.1 C
Bhubaneswar
Friday, September 20, 2024
Homeଓଡିଶାବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ

ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି । ଆଜି ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ବର୍ଷା ହୋଇପାରେ । ବାତ୍ୟା ପ୍ରଭାବରେ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟର ସମସ୍ତ ବନ୍ଦରଗୁଡ଼ିକୁ ୨ନଂ ବିପଦ ସଙ୍କେତ ଜାରି ହୋଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଆଲର୍ଟରେ ଅଛନ୍ତି ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking