34.1 C
Bhubaneswar
Friday, October 18, 2024
Homeଦେଶ ବିଦେଶମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ

ମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ

ମୁମ୍ବାଇ: ମହାରାଷ୍ଟ୍ରର ପିମ୍ପରୀ ଚିଞ୍ଚୱାଡ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି । ପିମ୍ପରୀ ଚିଞ୍ଚୱାଡ ମ୍ୟୁନିସିପାଲିଟି କମିଶନର ଶେଖର ସିଂହ କହିଛନ୍ତି ଯେ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking