17.1 C
Bhubaneswar
Monday, November 25, 2024
Homeଓଡିଶାସୁକନ୍ୟା ସମୃଦ୍ଧି ଯୋଜନାରେ ବଢିଲା ସୁଧହାର

ସୁକନ୍ୟା ସମୃଦ୍ଧି ଯୋଜନାରେ ବଢିଲା ସୁଧହାର

ଭୁବନେଶ୍ୱର: ବଦଳିଯାଇଛି କ୍ୟାଲେଣ୍ଡର । ଆସିଛି ନୂଆ ବର୍ଷ ୨୦୨୪ । ନୂଆ ବର୍ଷରୁ ଲାଗୁ ହୋଇଛି ଅନେକ ନୂଆ ନିୟମ । ସୁକନ୍ୟା ଯୋଜନାର ସୁଧହାର ଠାରୁ ଆରମ୍ଭ କରି ନୂଆ ସିମ୍ କିଣିବା ପାଇଁ ନିୟମରେ ପରିବର୍ତନ ହୋଇଛି । ଏହି ନୂଆ ନିଷ୍ପତି ଲୋକଙ୍କ ସଂଚୟଠାରୁ ଆରମ୍ଭ ଲୋକଙ୍କ ଆର୍ଥିକ ନିଷ୍ପତିକୁ ପ୍ରଭାବିତ କରିପାରେ ।
ନୂଆ ବର୍ଷ, ନୂଆ ନିୟମ
– ସୁକନ୍ୟା ଯୋଜନାରେ ୮ ପ୍ରତିଶତ ବଦଳରେ ୮.୨ ପ୍ରତିଶତ ସୁଧ
– ତିନି ବର୍ଷିଆ ମିଆଦି ଜମାରେ ୭.୧୦ ପ୍ରତିଶତ ସୁଧ ମିଳିବ
– ମାରୁତି, ଟାଟାଠାରୁ ଆରମ୍ଭ କରି ଅଡି ଓ ମର୍ସିଡିଜ୍ ବେଞ୍ଜ କାରର ଦର ବଢିବ
– ଜାନୁଆରୀରେ କାର ଦାମ ବଢିବା ନେଇ ଘୋଷଣା କରିଛନ୍ତି କାର କମ୍ପାନୀ
– ବର୍ଷେରୁ ଅଧିକ ସମୟ ନିଷ୍କ୍ରିୟ ଥିବା ୟୁପିଆଇ ଆଇଡିକୁ ଅଚଳ କରାଯିବ
– ଏହା ଦ୍ୱାରା ସେଗୁଡ଼ିକୁ କେହି ଅପବ୍ୟବହାର କରିପାରିବେ ନାହିଁ
– ସ୍ୱାସ୍ଥ୍ୟ ବୀମା ପଲିସି ଲୋକେ ବୁଝିବା ଭଳି ସରଳ ଭାଷାରେ କମ୍ପାନୀ ଉପସ୍ଥାପନ କରିବେ
– ମୋବାଇଲ୍ ସିମ୍ କିଣିବା ବେଳେ କାଗଜପତ୍ର ଦେବାକୁ ପଡ଼ିବ ନାହିଁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking